ମୁଖ୍ୟମନ୍ତ୍ରୀ , ଦିଲ୍ଲୀପ ରାୟଙ୍କ ସାକ୍ଷାତ ଆଲୋଚନା
ଭୁବନେଶ୍ୱର, ୩୧ ଜୁଲାଇ (ହି.ସ)- ନୂଆଦିଲ୍ଲୀ ଠାରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ସାଂସଦ ଦିଲ୍ଲୀପ ରାୟଙ୍କ ମଧ୍ୟରେ ସାକ୍ଷାତ ଆଲୋଚନା ହୋଇଛି। ଏହି ଅବସରରେ ରାଜ୍ୟର ସାମଗ୍ରିକ ବିକାଶ ପ୍ରସଙ୍ଗରେ ଆଲୋଚନା ହୋଇଥିବା ଜଣାପଡିଛି। ସୋସିଆଲ ମିଡିଆ ସାଇଟ୍ ଏକ୍ସରେ ପୋଷ୍ଟ କରି ମୁଖ୍ୟମନ୍ତ୍
jhgm


ଭୁବନେଶ୍ୱର, ୩୧ ଜୁଲାଇ (ହି.ସ)- ନୂଆଦିଲ୍ଲୀ ଠାରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ସାଂସଦ ଦିଲ୍ଲୀପ ରାୟଙ୍କ ମଧ୍ୟରେ ସାକ୍ଷାତ ଆଲୋଚନା ହୋଇଛି। ଏହି ଅବସରରେ ରାଜ୍ୟର ସାମଗ୍ରିକ ବିକାଶ ପ୍ରସଙ୍ଗରେ ଆଲୋଚନା ହୋଇଥିବା ଜଣାପଡିଛି।

ସୋସିଆଲ ମିଡିଆ ସାଇଟ୍ ଏକ୍ସରେ ପୋଷ୍ଟ କରି ମୁଖ୍ୟମନ୍ତ୍ରୀ ଲେଖିଛନ୍ତି ଆଜି ରାଜ୍ୟସଭା ସାଂସଦ ଶ୍ରୀ ଦିଲ୍ଲୀପ ରାୟଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ ହେଲା । ଏହି ଅବସରରେ ରାଜ୍ୟର ସାମଗ୍ରିକ ବିକାଶ, ଜନକଲ୍ୟାଣ ଏବଂ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ସକାରାତ୍ମକ ଆଲୋଚନା ହୋଇଥିଲା।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande