ଆସନ୍ତାକାଲି ଆକାଶ ମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୩୧ ଜୁଲାଇ (ହି.ସ)- ଆସନ୍ତାକାଲି (ଶନିବାର) ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆକାଶ ମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କରିବେ । ମୁଖ୍ୟମନ୍ତ୍ରୀ ବନ୍ୟା ପ୍ରଭାବିତ ଯାଜପୁର, ଭଦ୍ରକ, ବାଲେଶ୍ୱର ଓ କେନ୍ଦୁଝର ଜିଲ୍ଲାର ସ୍ଥିତି ସମୀକ୍ଷା କରିବେ। ଦିନ ୧୦ଟାରେ ଆକାଶ ମାର୍ଗରୁ ପ୍ରଭାବିତ ଅଂଚଳ
mohan majhi


ଭୁବନେଶ୍ୱର, ୩୧ ଜୁଲାଇ (ହି.ସ)- ଆସନ୍ତାକାଲି (ଶନିବାର) ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆକାଶ ମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କରିବେ । ମୁଖ୍ୟମନ୍ତ୍ରୀ ବନ୍ୟା ପ୍ରଭାବିତ ଯାଜପୁର, ଭଦ୍ରକ, ବାଲେଶ୍ୱର ଓ କେନ୍ଦୁଝର ଜିଲ୍ଲାର ସ୍ଥିତି ସମୀକ୍ଷା କରିବେ। ଦିନ ୧୦ଟାରେ ଆକାଶ ମାର୍ଗରୁ ପ୍ରଭାବିତ ଅଂଚଳର ସର୍ଭେ କରିବେ। ମୁଖ୍ୟମନ୍ତ୍ରୀଙ୍କ ସହ ରାଜସ୍ୱ ମନ୍ତ୍ରୀ ଓ ସ୍ୱତନ୍ତ୍ର ରିଲିଫ୍ କମିଶନର ଉପସ୍ଥିତ ରହିବେ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande