
ଭୁବନେଶ୍ୱର, 04 ଜୁଲାଇ (ହି.ସ.)- ସ୍ୱାମୀ
ବିବେକାନନ୍ଦଙ୍କ ପୁଣ୍ୟତିଥିରେ ତାଙ୍କୁ ନମନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା ।
ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ଯୁବବର୍ଗଙ୍କ ପ୍ରେରଣା, ମହାନ ଦାର୍ଶନିକ ତଥା ଆଧ୍ୟାତ୍ମିକ ଗୁରୁ ସ୍ୱାମୀ ବିବେକାନନ୍ଦଙ୍କ
ପୁଣ୍ୟତିଥି ଅବସରରେ କୋଟି କୋଟି ପ୍ରଣାମ ଜଣାଉଛି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା