ଅଗଷ୍ଟ ୩ ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ
ଭୁବନେଶ୍ୱର, ୦୧ ଅଗଷ୍ଟ (ହି.ସ)- ଆସନ୍ତା ସୋମବାର ଅଗଷ୍ଟ ୩ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ “ଜନ ଅଭିଯୋଗ ଶୁଣାଣି” କାର୍ଯ୍ୟକ୍ରମ ବନ୍ଦ ରହିବ। ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ଆସନ୍ତା ସୋମବାର ତା-୦୩.୦୮.୨୦୨୬ ରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ
Cm odisha


ଭୁବନେଶ୍ୱର, ୦୧ ଅଗଷ୍ଟ (ହି.ସ)- ଆସନ୍ତା ସୋମବାର ଅଗଷ୍ଟ ୩ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ “ଜନ ଅଭିଯୋଗ ଶୁଣାଣି” କାର୍ଯ୍ୟକ୍ରମ ବନ୍ଦ ରହିବ। ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ଆସନ୍ତା ସୋମବାର ତା-୦୩.୦୮.୨୦୨୬ ରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ପରବର୍ତୀ ଅଭିଯୋଗ ଶୁଣାଣିର ତାରିଖ ଜନସାଧାରଣଙ୍କୁ ସମ୍ବାଦପତ୍ର ତଥା ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇଦିଆଯିବ । ଏ ସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande