ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତରାଜ ବିଭାଗର କ୍ଷୟକ୍ଷତି ରିପୋର୍ଟ ମାଗିଲେ ମନ୍ତ୍ରୀ
ଭୁବନେଶ୍ୱର, 01 ଅଗଷ୍ଟ (ହି.ସ.)-ବନ୍ୟା ସ୍ଥିତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ । ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତରାଜ ବିଭାଗର କ୍ଷୟକ୍ଷତି ରିପୋର୍ଟ ମାଗିଛନ୍ତି ମନ୍ତ୍ରୀ । ୩ ଦିନ ମଧ୍ୟରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି
ଗ୍ରାମ୍ୟ ଉନ୍ନୟନ ଓ     ପଞ୍ଚାୟତରାଜ ବିଭାଗର କ୍ଷୟକ୍ଷତି ରିପୋର୍ଟ ମାଗିଲେ ମନ୍ତ୍ରୀ


ଭୁବନେଶ୍ୱର, 01 ଅଗଷ୍ଟ (ହି.ସ.)-ବନ୍ୟା ସ୍ଥିତି

ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ । ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତରାଜ ବିଭାଗର

କ୍ଷୟକ୍ଷତି ରିପୋର୍ଟ ମାଗିଛନ୍ତି ମନ୍ତ୍ରୀ । ୩ ଦିନ ମଧ୍ୟରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି

ମନ୍ତ୍ରୀ । ପଞ୍ଚାୟତରାଜ ବିଭାଗର ଅଧିକାରୀଙ୍କୁ ତଳ ସ୍ତରକୁ ଯିବାକୁ ନିର୍ଦ୍ଦେଶ ଦିଆଯାଇଛି । ପାଣି

ଟାଙ୍କି ସହ ମୋବାଇଲ ଭ୍ୟାନର ବ୍ୟବସ୍ଥା କରାଯାଇଛି ବୋଲି ମନ୍ତ୍ରୀ କହିଛନ୍ତି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande