ସ୍ୱର୍ଗତ ଗୁରୁ ସତ୍ୟନାରାୟଣ ବହିଦାରଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିବା ସହ ସମ୍ବଲପୁରୀ ଦିନର ଶୁଭେଚ୍ଛା ଜଣାଇଲେ କେଭି ସିଂହଦେଓ
ଭୁବନେଶ୍ୱର, 01 ଅଗଷ୍ଟ (ହି.ସ.)- ସ୍ୱର୍ଗତ ଗୁରୁ ସତ୍ୟନାରାୟଣ ବହିଦାରଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିବା ସହ ସମ୍ବଲପୁରୀ ଦିନର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେଭି ସିଂହଦେଓ କହିଛନ୍ତି ଯେ, ''ସମ୍ବ
ସ୍ୱର୍ଗତ ଗୁରୁ ସତ୍ୟନାରାୟଣ     ବହିଦାରଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିବା ସହ ସମ୍ବଲପୁରୀ ଦିନର ଶୁଭେଚ୍ଛା ଜଣାଇଲେ କେଭି     ସିଂହଦେଓ


ଭୁବନେଶ୍ୱର, 01 ଅଗଷ୍ଟ (ହି.ସ.)- ସ୍ୱର୍ଗତ ଗୁରୁ

ସତ୍ୟନାରାୟଣ ବହିଦାରଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିବା ସହ ସମ୍ବଲପୁରୀ ଦିନର ଶୁଭେଚ୍ଛା

ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେଭି

ସିଂହଦେଓ କହିଛନ୍ତି ଯେ, 'ସମ୍ବଲପୁରୀ

ଦିନ୍' ଅବ୍ସର୍ ଥି ସମ୍'ଙ୍କୁ ମୋର

ଗୁର୍ଦୁଟେ ଶୁଭେଚ୍ଛା ଆର୍ ଅଭିନନ୍ଦନ୍ । ଜୟ ମା' ସମଲେଇ ।

ଅନ୍ୟଏକ ଟ୍ୱିଟରେ ସେ

କହିଛନ୍ତି ଯେ, ସମ୍ବଲପୁରୀ ସାହିତ୍ୟର ପ୍ରଖ୍ୟାତ ସାଧକ ସ୍ବର୍ଗତ ଗୁରୁ ସତ୍ୟନାରାୟଣ ବହିଦାରଙ୍କ

ଜୟନ୍ତୀ ଅବସରରେ ତାଙ୍କ ଅମର ଆତ୍ମା ନିକଟରେ ମୋର ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଅଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande