ସ୍ୱର୍ଗତ ଗୁରୁ ସତ୍ୟନାରାୟଣ ବହିଦାରଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିବା ସହ ସମ୍ବଲପୁରୀ ଦିନର ଶୁଭେଚ୍ଛା ଜଣାଇଲେ ବିରୋଧୀ ଦଳ ନେତା
ଭୁବନେଶ୍ୱର, 01 ଅଗଷ୍ଟ (ହି.ସ.)- ସ୍ୱର୍ଗତ ଗୁରୁ ସତ୍ୟନାରାୟଣ ବହିଦାରଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିବା ସହ ସମ୍ବଲପୁରୀ ଦିନର ଶୁଭେଚ୍ଛା ଜଣାଇଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଏନେଇ ସୋସିଆଲ ମିଡିଆ ଏକ୍ସରେ ନବୀନ କହିଛନ୍ତି ଯେ, ସମ୍ବଲପୁରୀ ଦିନ୍ ଅବ୍ସ
ସ୍ୱର୍ଗତ ଗୁରୁ ସତ୍ୟନାରାୟଣ     ବହିଦାରଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିବା ସହ ସମ୍ବଲପୁରୀ ଦିନର ଶୁଭେଚ୍ଛା ଜଣାଇଲେ ବିରୋଧୀ     ଦଳ ନେତା


ଭୁବନେଶ୍ୱର, 01 ଅଗଷ୍ଟ (ହି.ସ.)- ସ୍ୱର୍ଗତ ଗୁରୁ

ସତ୍ୟନାରାୟଣ ବହିଦାରଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିବା ସହ ସମ୍ବଲପୁରୀ ଦିନର ଶୁଭେଚ୍ଛା

ଜଣାଇଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଏନେଇ ସୋସିଆଲ ମିଡିଆ ଏକ୍ସରେ ନବୀନ

କହିଛନ୍ତି ଯେ, ସମ୍ବଲପୁରୀ ଦିନ୍ ଅବ୍ସର୍ ଥି ସମ୍'ଙ୍କୁ ମୋର୍ ଗୁର୍ଦୁଟେ ଶୁଭେଚ୍ଛା ଆର୍ ଅଭିନନ୍ଦନ୍। ଇ ମହାନ ଦିନରେ

ବିଶିଷ୍ଟ ସାହିତ୍ୟିକ୍ ଗୁରୁ ସତ୍ୟନାରାୟଣ ବହିଦାରଙ୍କୁ ମୋର୍ ସମ୍ମାନ୍ ଆଉ ଶ୍ରଦ୍ଧାଞ୍ଜଳି

ଜନଉଛେଁ। ଜୟ ମା' ସମଲେଇ ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande