ବିଏମ୍ ସି ପକ୍ଷରୁ ଅଭିଯୋଗ ଶୁଣାଣି ଅନୁଷ୍ଠିତ
ଭୁବନେଶ୍ୱର, ୧୦ ଅଗଷ୍ଟ (ହି.ସ) - ବିଏମ୍ ସି ମୁଖ୍ୟାଳୟରେ ସୋମବାର ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ବିଏମ୍ ସି, ବିଡିଏ, ଓ ବିଏସସିଏଲ୍ ସଂପର୍କିତ ବିଭିନ୍ନ ଅଭିଯୋଗ ସଂପର୍କରେ ଅଭିଯୋଗକାରୀଙ୍କ ସହ ସିଧାସଳଖ କଥାବାର୍ତା ହୋଇଛନ୍ତି ବିଏମ୍ ସି କମିଶନର ତଥା ବିଡିଏ ଉପାଧ୍ୟକ୍ଷ ଏବଂ ସ୍ମାର୍ଟ ସି
bmc


ଭୁବନେଶ୍ୱର, ୧୦ ଅଗଷ୍ଟ (ହି.ସ) - ବିଏମ୍ ସି ମୁଖ୍ୟାଳୟରେ ସୋମବାର ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ବିଏମ୍ ସି, ବିଡିଏ, ଓ ବିଏସସିଏଲ୍ ସଂପର୍କିତ ବିଭିନ୍ନ ଅଭିଯୋଗ ସଂପର୍କରେ ଅଭିଯୋଗକାରୀଙ୍କ ସହ ସିଧାସଳଖ କଥାବାର୍ତା ହୋଇଛନ୍ତି ବିଏମ୍ ସି କମିଶନର ତଥା ବିଡିଏ ଉପାଧ୍ୟକ୍ଷ ଏବଂ ସ୍ମାର୍ଟ ସିଟିର ପରିଚାଳନା ନିର୍ଦେଶକ ଚଂଚଳ ରାଣା ତିନୋଟି ସଂସ୍ଥାର ବରିଷ୍ଠ ଅଧିକାରୀଙ୍କ ଉପସ୍ଥିତିରେ ଏହି ଜନ ଶୁଣାଣି ହୋଇଥିଲା ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande