'ସୁରମଣି' ରଘୁନାଥ ପାଣିଗ୍ରାହୀଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, 10 ଅଗଷ୍ଟ (ହି.ସ.)-''ସୁରମଣି'' ରଘୁନାଥ ପାଣିଗ୍ରାହୀଙ୍କ ଜୟନ୍ତୀରେ ତାଙ୍କୁ ଜ୍ଞାପନ କରିଛନ୍ତି ସାଂସଦ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ ସାଂସଦ କହିଛନ୍ତି ଯେ, ପ୍ରଖ୍ୟାତ ଓଡ଼ିଶୀ କଣ୍ଠଶିଳ୍ପୀ ପଦ୍ମଶୀ ''ସୁରମଣି'' ରଘୁନାଥ
'ସୁରମଣି' ରଘୁନାଥ     ପାଣିଗ୍ରାହୀଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ଧର୍ମେନ୍ଦ୍ର ପ୍ରଧାନ


ଭୁବନେଶ୍ୱର, 10 ଅଗଷ୍ଟ (ହି.ସ.)-'ସୁରମଣି' ରଘୁନାଥ ପାଣିଗ୍ରାହୀଙ୍କ ଜୟନ୍ତୀରେ ତାଙ୍କୁ ଜ୍ଞାପନ କରିଛନ୍ତି

ସାଂସଦ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ ସାଂସଦ କହିଛନ୍ତି ଯେ, ପ୍ରଖ୍ୟାତ

ଓଡ଼ିଶୀ କଣ୍ଠଶିଳ୍ପୀ ପଦ୍ମଶୀ 'ସୁରମଣି' ରଘୁନାଥ

ପାଣିଗ୍ରାହୀଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande