ପଦ୍ମଶ୍ରୀ ପଣ୍ଡିତ ରଘୁନାଥ ପାଣିଗ୍ରାହୀଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ କେଭି ସିଂହଦେଓ
ଭୁବନେଶ୍ୱର, 10 ଅଗଷ୍ଟ (ହି.ସ.)- ପଦ୍ମଶ୍ରୀ ପଣ୍ଡିତ ରଘୁନାଥ ପାଣିଗ୍ରାହୀଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେଭି ସିଂହଦେଓ କହିଛନ୍ତି ଯେ, ଶାସ୍ତ୍ରୀୟ ସଙ୍ଗୀତ ଗୁରୁ ପଦ୍ମଶ୍ରୀ ପଣ୍ଡିତ
ପଦ୍ମଶ୍ରୀ ପଣ୍ଡିତ ରଘୁନାଥ ପାଣିଗ୍ରାହୀଙ୍କ ଜୟନ୍ତୀରେ ତାଙ୍କୁ     ଶ୍ରଦ୍ଧାଂଜଳି ଜ୍ଞାପନ କଲେ କେଭି ସିଂହଦେଓ


ଭୁବନେଶ୍ୱର, 10 ଅଗଷ୍ଟ (ହି.ସ.)- ପଦ୍ମଶ୍ରୀ ପଣ୍ଡିତ ରଘୁନାଥ ପାଣିଗ୍ରାହୀଙ୍କ ଜୟନ୍ତୀରେ

ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ । ଏନେଇ ସୋସିଆଲ

ମିଡିଆ ଏକ୍ସରେ କେଭି ସିଂହଦେଓ କହିଛନ୍ତି ଯେ, ଶାସ୍ତ୍ରୀୟ ସଙ୍ଗୀତ ଗୁରୁ ପଦ୍ମଶ୍ରୀ ପଣ୍ଡିତ

ରଘୁନାଥ ପାଣିଗ୍ରାହୀଙ୍କ ଜନ୍ମ ଜୟନ୍ତୀ ଅବସରରେ ତାଙ୍କ ଅମର ଆତ୍ମା ନିକଟରେ ମୋର ଭକ୍ତିପୂତ

ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଅଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande