ପବିତ୍ର ଶ୍ରାବଣ ମାସର ଦ୍ଵିତୀୟ ସୋମବାରର ଶୁଭେଚ୍ଛା ଜଣାଇଲେ କେଭି ସିଂହଦେଓ
ଭୁବନେଶ୍ୱର, 10 ଅଗଷ୍ଟ (ହି.ସ.)- ପବିତ୍ର ଶ୍ରାବଣ ମାସର ଦ୍ଵିତୀୟ ସୋମବାରର ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେଭି ସିଂହଦେଓ କହିଛନ୍ତି ଯେ, ପବିତ୍ର ଶ୍ରାବଣ ମାସର ଦ୍ଵିତୀୟ ସୋମବାର ଉପଲକ୍ଷେ ହାର୍ଦ୍ଦିକ ଶୁଭେଚ୍ଛା ଓ
ପବିତ୍ର ଶ୍ରାବଣ ମାସର ଦ୍ଵିତୀୟ ସୋମବାରର ଶୁଭେଚ୍ଛା ଜଣାଇଲେ କେଭି     ସିଂହଦେଓ


ଭୁବନେଶ୍ୱର, 10 ଅଗଷ୍ଟ (ହି.ସ.)- ପବିତ୍ର ଶ୍ରାବଣ ମାସର ଦ୍ଵିତୀୟ ସୋମବାରର ଜଣାଇଛନ୍ତି

ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେଭି ସିଂହଦେଓ

କହିଛନ୍ତି ଯେ, ପବିତ୍ର ଶ୍ରାବଣ ମାସର ଦ୍ଵିତୀୟ ସୋମବାର ଉପଲକ୍ଷେ ହାର୍ଦ୍ଦିକ ଶୁଭେଚ୍ଛା ଓ

ଶୁଭକାମନା l ମହାଦେବଙ୍କ

ଆଶୀର୍ବାଦରୁ ସମସ୍ତଙ୍କ ଜୀବନ ସୁଖ ଓ ସମୃଦ୍ଧିରେ ପରିପୂର୍ଣ୍ଣ ହେଉ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande