
ଭୁବନେଶ୍ୱର, 10 ଅଗଷ୍ଟ (ହି.ସ.)- ଭାରତର ପୂର୍ବତନ ରାଷ୍ଟ୍ରପତି ଶ୍ରୀଭିଭି ଗିରିଜୀଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି
ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଏନେଇ ସୋସିଆଲ ମିଡିଆ ଏକ୍ସରେ ନବୀନ କହିଛନ୍ତି ଯେ, ଭାରତର
ପୂର୍ବତନ ରାଷ୍ଟ୍ରପତି ଶ୍ରୀଭିଭି ଗିରିଜୀଙ୍କ
ଜୟନ୍ତୀ ଅବସରରେ ତାଙ୍କ ପ୍ରତି ବିନମ୍ର ଶ୍ରଦ୍ଧାଞ୍ଜଳି। ସେ ଶ୍ରମିକ ଅଧିକାର ଓ ସାମାଜିକ
ନ୍ୟାୟର ଜଣେ ନିଷ୍ଠାବାନ ପ୍ରବକ୍ତା ଥିଲେ। ଜଣେ ସମର୍ପିତ ସ୍ୱାଧୀନତା ସଂଗ୍ରାମୀ ଭାବେ ସେ ଦେଶର
ସ୍ୱାଧୀନତା ସଂଗ୍ରାମରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇଥିଲେ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା