ଦେଶି ମଦ ଚାଲାଣ ବେଳେ ଚଢଉ, ୨ ଗିରଫ
ଜୟପୁର, ୧୧ ଅଗଷ୍ଟ (ହି.ସ.)- ଦେଶି ମଦ ଚାଲାଣ ବେଳେ ଜୟପୁର ଅବକାରି ଥାନା ପକ୍ଷରୁ ଆଜି ଚଢଉ କରାଯାଇ ୨ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଗିରଫ ଦୁଇ ଅଭିଯୁକ୍ତ ହେଲେ ହରଡାପୁଟ ଗ୍ରାମର କମଳ ହରିଜନ ଓ ଝିଲିମିଲିଗୁଡା ଗ୍ରାମର ବାସୁଦେବ ଗାଦବା । ସୂଚନା ଅନୁଯାୟୀ, ଦେଶି ମଦ ଚାଲାଣ ହେଉଥିବା ଖ
ଦେଶି ମଦ ଚାଲାଣ ବେଳେ ଚଢାଉ, ୨ ଗିରଫ


ଜୟପୁର, ୧୧ ଅଗଷ୍ଟ (ହି.ସ.)- ଦେଶି ମଦ ଚାଲାଣ ବେଳେ ଜୟପୁର ଅବକାରି ଥାନା ପକ୍ଷରୁ ଆଜି ଚଢଉ କରାଯାଇ ୨ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଗିରଫ ଦୁଇ ଅଭିଯୁକ୍ତ ହେଲେ ହରଡାପୁଟ ଗ୍ରାମର କମଳ ହରିଜନ ଓ ଝିଲିମିଲିଗୁଡା ଗ୍ରାମର ବାସୁଦେବ ଗାଦବା ।

ସୂଚନା ଅନୁଯାୟୀ, ଦେଶି ମଦ ଚାଲାଣ ହେଉଥିବା ଖବର ପାଇ ଜୟପୁର ଅବକାରି ଥାନା ଆଜି ଝିଲିମିଲିଗୁଡା ଓ ହରଡାପୁଟ ଗ୍ରାମ ରାସ୍ତାରେ ଚଢଉ କରିଛି । ଚଢଉ କରି ୨୭ ଲିଟର ଦେଶି ଜବତ କରି ୨ ଅଭିଯୁକ୍ତଙ୍କୁ ଗିରଫ କରିଛି । ଗିରଫ ଦୁଇ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଥିବା ବିଷୟ ଜୟପୁର ଅବକାରି ଥାନା ଓଆଇସି ସୁବ୍ରତ କୋଶୋରି ହିରନ ସୂଚନା ଦେଇଛନ୍ତି ।

ହିନ୍ଦୁସ୍ଥାନ ସମାଚାର / ପିକେପି


 rajesh pande