ଗଞ୍ଜାମରେ ହର୍ ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ
ଗଞ୍ଜାମ, ୧୧ ଅଗଷ୍ଟ (ହି.ସ.)- ଗଞ୍ଜାମରେ ଆରମ୍ଭ ହୋଇଛି ହର୍ ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ। ଏହା ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ଚାଲିବ। ପ୍ରତିଦିନ ଭିନ୍ନ ଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଛତ୍ରପୁର ଠାରେ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ଗଞ୍ଜାମ ଜିଲ୍ଲାପାଳ ଭି. କିର୍ତ୍ତିଭାସନ।

ହିନ୍ଦୁସ୍ଥାନ ସମାଚାର / ହୃଷୀକେଶ

 rajesh pande