ବିଶିଷ୍ଟ ସାହିତ୍ୟିକ କାହ୍ନୁଚରଣ ମହାନ୍ତିଙ୍କ ଜୟନ୍ତୀରେ ତାଙ୍କ ସ୍ମରଣ କଲେ ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 11 ଅଗଷ୍ଟ (ହି.ସ.)- ବିଶିଷ୍ଟ ସାହିତ୍ୟିକ କାହ୍ନୁଚରଣ ମହାନ୍ତିଙ୍କ ଜୟନ୍ତୀରେ ତାଙ୍କ ସ୍ମୃତିଚାରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ଯେ, ବିଶିଷ୍ଟ ସାହିତ୍ୟିକ
ବିଶିଷ୍ଟ ସାହିତ୍ୟିକ     କାହ୍ନୁଚରଣ ମହାନ୍ତିଙ୍କ ଜୟନ୍ତୀରେ ତାଙ୍କ ସ୍ମରଣ କଲେ ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, 11 ଅଗଷ୍ଟ (ହି.ସ.)- ବିଶିଷ୍ଟ

ସାହିତ୍ୟିକ କାହ୍ନୁଚରଣ ମହାନ୍ତିଙ୍କ ଜୟନ୍ତୀରେ ତାଙ୍କ ସ୍ମୃତିଚାରଣ କରିଛନ୍ତି ମୁଖ୍ୟମନ୍ତ୍ରୀ

ଓ ଉପମୁଖ୍ୟମନ୍ତ୍ରୀ ।

ଏନେଇ ସୋସିଆଲ ମିଡିଆ

ଏକ୍ସରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ଯେ, ବିଶିଷ୍ଟ ସାହିତ୍ୟିକ ତଥା ଔପନ୍ୟାସିକ

ସ୍ୱର୍ଗତ କାହ୍ନୁଚରଣ ମହାନ୍ତିଙ୍କ ଜୟନ୍ତୀ ଅବସରରେ ବିନମ୍ର ଶ୍ରଦ୍ଧାଞ୍ଜଳି। ଓଡ଼ିଆ ସାହିତ୍ୟ

ପ୍ରତି ତାଙ୍କର ଅମୂଲ୍ୟ ଅବଦାନ ଓ ସୃଜନଶୀଳ ସାହିତ୍ୟକୃତି ସର୍ବଦା ଆଗାମୀ ପିଢ଼ିଙ୍କୁ ପ୍ରେରଣା

ଯୋଗାଇବ।

ଉପମୁଖ୍ୟମନ୍ତ୍ରୀ କନକ

ବର୍ଦ୍ଧନ ସିଂହଦେଓ କହିଛନ୍ତି ଯେ,ଓଡ଼ିଆ ଅସ୍ମିତାର ପ୍ରତୀକ ତଥା ଔପନ୍ୟାସିକ କାହ୍ନୁଚରଣ ମହାନ୍ତିଙ୍କ

ଜୟନ୍ତୀ ଅବସରରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି l

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande