
ଭୁବନେଶ୍ୱର, 12 ଅଗଷ୍ଟ (ହି.ସ.)- ବୈଜ୍ଞାନିକ ପଦ୍ମବିଭୂଷଣ ଡ଼ ବିକ୍ରମ ସାରାଭାଇଙ୍କ
ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ
। ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ଭାରତୀୟ ମହାକାଶ ବିଜ୍ଞାନର ଜନକ, ମହାନ ବୈଜ୍ଞାନିକ
ପଦ୍ମବିଭୂଷଣ ଡ଼ ବିକ୍ରମ ସାରାଭାଇଙ୍କ ଜୟନ୍ତୀରେ ବିନମ୍ର ଶ୍ରଦ୍ଧାଞ୍ଜଳି ଜଣାଉଛି। ଭାରତର
ମହାକାଶ ବିଜ୍ଞାନ କ୍ଷେତ୍ରକୁ ସମୃଦ୍ଧ କରିବାରେ ତାଙ୍କର ଅବଦାନ ସର୍ବଦା ସ୍ମରଣୀୟ।
---------------
ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ