ଆଜି ଚିତାଲାଗି ଅମାବାସ୍ୟା, ୫ ଘଣ୍ଟା ପାଇଁ ଶ୍ରୀଜୀଉଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ
ଭୁବନେଶ୍ୱର, 12 ଅଗଷ୍ଟ (ହି.ସ.)- ଆଜି ଶ୍ରାବଣ କୃଷ୍ଣ ଅମାବାସ୍ୟା ତିଥିରେ ଶ୍ରୀବିଗ୍ରହମାନଙ୍କ ଚିତାଲାଗି ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ଏହି ନୀତି ସମୟରେ ୫ ଘଣ୍ଟା ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏଣୁ ପ୍ରଥମ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ଘ.୨
ଆଜି ଚିତାଲାଗି ଅମାବାସ୍ୟା, ୫ ଘଣ୍ଟା ପାଇଁ ଶ୍ରୀଜୀଉଙ୍କ ସର୍ବସାଧାରଣ     ଦର୍ଶନ ବନ୍ଦ


ଭୁବନେଶ୍ୱର, 12 ଅଗଷ୍ଟ (ହି.ସ.)- ଆଜି ଶ୍ରାବଣ କୃଷ୍ଣ ଅମାବାସ୍ୟା ତିଥିରେ

ଶ୍ରୀବିଗ୍ରହମାନଙ୍କ ଚିତାଲାଗି ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ଏହି ନୀତି ସମୟରେ ୫ ଘଣ୍ଟା

ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

ଏଣୁ ପ୍ରଥମ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ଘ.୨.୦୦

ଟିକା ଠାରୁ ସନ୍ଧ୍ୟା ଘ.୭.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande