ଘରେ ଘରେ ତ୍ରିରଙ୍ଗା ଅଭିଯାନରେ ସାମିଲ ହେବାକୁ ଆହ୍ୱାନ ଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୧୩ ଅଗଷ୍ଟ (ହି.ସ)- ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗୁରୁବାର ଦିନ ଘରେ ଘରେ ତ୍ରିରଙ୍ଗା '' ଅଭିଯାନରେ ସାମିଲ ହୋଇ ନିଜ ବାସଭବନରେ ତ୍ରିରଙ୍ଗା ଉଡାଇଛନ୍ତି,। ମୁଖ୍ୟମନ୍ତ୍ରୀ ସାମାଜିକ ଗଣମାଧ୍ୟମ ଏକ୍ସ ରେ ଏହାର ଫଟୋ ପୋଷ୍ଟ କରି ଜନ ସାଧାରଣଙ୍କୁ ଏହି ଅଭିଯାନରେ ସାମିଲ ହେବାକୁ
cm


ଭୁବନେଶ୍ୱର, ୧୩ ଅଗଷ୍ଟ (ହି.ସ)- ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗୁରୁବାର ଦିନ ଘରେ ଘରେ ତ୍ରିରଙ୍ଗା ' ଅଭିଯାନରେ ସାମିଲ ହୋଇ ନିଜ ବାସଭବନରେ ତ୍ରିରଙ୍ଗା ଉଡାଇଛନ୍ତି,। ମୁଖ୍ୟମନ୍ତ୍ରୀ ସାମାଜିକ ଗଣମାଧ୍ୟମ ଏକ୍ସ ରେ ଏହାର ଫଟୋ ପୋଷ୍ଟ କରି ଜନ ସାଧାରଣଙ୍କୁ ଏହି ଅଭିଯାନରେ ସାମିଲ ହେବାକୁ ଆହ୍ୱାନ ଦେଇଛନ୍ତି।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande