ଆଗାମୀ ୭ ଦିନ ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା
ଭୁବନେଶ୍ୱର, ୧୩ ଅଗଷ୍ଟ (ହି.ସ.)- ଆଗାମୀ ୭ ଦିନ ଅର୍ଥାତ୍ ୧୩ ତାରିଖ ସକାଳ ଠାରୁ ଆସନ୍ତା ୨୦ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସ
ଆଗାମୀ ୭ ଦିନ ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା


ଭୁବନେଶ୍ୱର, ୧୩ ଅଗଷ୍ଟ (ହି.ସ.)- ଆଗାମୀ ୭ ଦିନ ଅର୍ଥାତ୍ ୧୩ ତାରିଖ ସକାଳ ଠାରୁ ଆସନ୍ତା ୨୦ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande