
ଭୁବନେଶ୍ୱର, 13 ଅଗଷ୍ଟ (ହି.ସ.)- ମହାରାଣୀ
ଅହଲ୍ୟାବାଇ ହୋଲକରଙ୍କ ପୁଣ୍ୟତିଥିରେ ତାଙ୍କୁ ନମନ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ
ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ସେବା ଓ ସମର୍ପଣର ପ୍ରତୀକ
ମହାରାଣୀ ଅହଲ୍ୟାବାଇ ହୋଲକରଙ୍କ ପୁଣ୍ୟତିଥିରେ ବିନମ୍ର ଶ୍ରଦ୍ଧାଞ୍ଜଳି। ତାଙ୍କର ପ୍ରଜାବତ୍ସଳତା, ପ୍ରଶାସନିକ ନିପୁଣତା ଏବଂ ସାମାଜିକ ସଂସ୍କାର ପାଇଁ ନିଆଯାଇଥିବା
ନିଷ୍ପତ୍ତି ସଦାସର୍ବଦା ପ୍ରେରଣାଦାୟୀ ହୋଇ ରହିବ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା