ପୂର୍ବତନ ବିଧାୟକ ମଦନ ମୋହନ ଦତ୍ତଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ମୁକେଶ ମହାଲିଙ୍ଗ
ଭୁବନେଶ୍ୱର, 13 ଅଗଷ୍ଟ (ହି.ସ.)- ପୂର୍ବତନ ବିଧାୟକ ମଦନ ମୋହନ ଦତ୍ତଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ବାଲେଶ୍ୱର ସଦରର ପୂର୍ବତନ ବିଧାୟକ ସ୍ବ
ପୂର୍ବତନ ବିଧାୟକ ମଦନ ମୋହନ     ଦତ୍ତଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ମୁକେଶ ମହାଲିଙ୍ଗ


ଭୁବନେଶ୍ୱର, 13 ଅଗଷ୍ଟ (ହି.ସ.)- ପୂର୍ବତନ

ବିଧାୟକ ମଦନ ମୋହନ ଦତ୍ତଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି

ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି

ଯେ, ବାଲେଶ୍ୱର ସଦରର ପୂର୍ବତନ ବିଧାୟକ ସ୍ବର୍ଗତ ମଦନ ମୋହନ ଦତ୍ତଙ୍କ ଜୟନ୍ତୀରେ ବିନମ୍ର

ଶ୍ରଦ୍ଧାଞ୍ଜଳି। ସମାଜର ଗରୀବ ଓ ନିଷ୍ପେଷିତଙ୍କ ସେବା ପାଇଁ ତାଙ୍କର ଉତ୍ସର୍ଗୀକୃତ ମନୋଭାବ ଏବଂ

ବାଲେଶ୍ୱରର ପ୍ରଗତି ପାଇଁ ତାଙ୍କର ଅବଦାନ ସଦା ସ୍ମରଣୀୟ ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande