ଭୁବନେଶ୍ୱର ସ୍ଥିତ ବାସଭବନରେ ତିରଙ୍ଗା ଉତ୍ତୋଳନ କଲେ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, 14 ଅଗଷ୍ଟ (ହି.ସ.)- ସ୍ୱାଧୀନତା ଦିବସର ଅବ୍ୟବହିତ ପୂର୍ବରୁ ହର୍ ଘର୍ ତିରଙ୍ଗାଅଭିଯାନରେ ଆଜି ଭୁବନେଶ୍ୱର ସ୍ଥିତ ବାସଭବନରେ ଭାରତର ସ୍ୱାଭିମାନ ଓ ଗୌରବର ପ୍ରତୀକ ତ୍ରିରଙ୍ଗା ଉତ୍ତୋଳନ କରିଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ଏହି ଅବସରରେ ସେ କହିଛନ୍ତି ଯେ
ଭୁବନେଶ୍ୱର ସ୍ଥିତ ବାସଭବନରେ ତିରଙ୍ଗା ଉତ୍ତୋଳନ କଲେ ଧର୍ମେନ୍ଦ୍ର     ପ୍ରଧାନ


ଭୁବନେଶ୍ୱର, 14 ଅଗଷ୍ଟ (ହି.ସ.)- ସ୍ୱାଧୀନତା ଦିବସର ଅବ୍ୟବହିତ ପୂର୍ବରୁ ହର୍ ଘର୍

ତିରଙ୍ଗାଅଭିଯାନରେ ଆଜି

ଭୁବନେଶ୍ୱର ସ୍ଥିତ ବାସଭବନରେ ଭାରତର ସ୍ୱାଭିମାନ ଓ ଗୌରବର ପ୍ରତୀକ ତ୍ରିରଙ୍ଗା

ଉତ୍ତୋଳନ କରିଛନ୍ତି ଧର୍ମେନ୍ଦ୍ର ପ୍ରଧାନ ।

ଏହି ଅବସରରେ ସେ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର

ମୋଦିଙ୍କ ପ୍ରେରଣାଦାୟୀ ନେତୃତ୍ୱରେ ‘ହର୍ ଘର୍ ତ୍ରିରଙ୍ଗା’ ଅଭିଯାନ ସମଗ୍ର ଦେଶରେ

ଜାତୀୟତାବୋଧର ଏକ ଅନନ୍ୟ ଶିହରଣ ସୃଷ୍ଟି କରିଛି । ଆସନ୍ତୁ, ଆମେ ସମସ୍ତେ ଦେଶଭକ୍ତିର ଭାବନାରେ ଏହି ଅଭିଯାନରେ

ସାମିଲ ହେବା ଓ ନିଜ ଘରେ ରାଷ୍ଟ୍ରୀୟ ଧ୍ୱଜା ଉତ୍ତୋଳନ କରିବା ସହ ଜାତୀୟ ଏକତା, ଶାନ୍ତି ଓ ସାମାଜିକ

ସୌହାର୍ଦ୍ଦ୍ୟର ବାର୍ତ୍ତା ବାଣ୍ଟିବା ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande