
ଭଦ୍ରକ, ୧୯ ଅଗଷ୍ଟ (ହି.ସ.) - ଭଦ୍ରକ ଜିଲ୍ଲାରେ ଜାରି ରହିଥିବା ବନ୍ୟା ପରିସ୍ଥିତି ଓ ବର୍ଷାକୁ ଦୃଷ୍ଟିରେ ରଖି ଜିଲ୍ଲାପାଳ ସୋମେଶ ଉପାଧ୍ୟାୟଙ୍କ ନିର୍ଦେଶକ୍ରମେ ଶିଶୁମାନଙ୍କ ସୁରକ୍ଷା ଓ ନିରାପତା ନିମନ୍ତେ ଆସନ୍ତା ୨୦ଅଗଷ୍ଟ ୨୦୨୬ (ଗୁରୁବାର) ଦିନ ଜିଲ୍ଲାର ୫ଟି ବ୍ଲକର (ଭଣ୍ଡାରିପୋଖରୀ, ତିହିଡ଼ି, ଭଦ୍ରକ, ଚାନ୍ଦବାଲି ଓ ଧାମନଗର), ୩୫୨ଟି ଅଙ୍ଗନବାଡ଼ି କେନ୍ଦ୍ର ଓ ୧୨୬ ଟି ସ୍କୁଲ ବନ୍ଦ ରହିବ।ହିନ୍ଦୁସ୍ଥାନ ସମାଚାର / ପ୍ରମୋଦ
ହିନ୍ଦୁସ୍ଥାନ ସମାଚାର / ପ୍ରମୋଦ କୁମାର ରାୟ