ଚାନ୍ଦବାଲି: ରାମପୁର ଗ୍ରାମରୁ ୮ ଜଣ ଉଦ୍ଧାର, ଜଣେ ଶିଶୁ ଓ ଜଣେ ଦିବ୍ୟାଙ୍ଗ ସାମିଲ
ଭଦ୍ରକ, ୧୯ ଅଗଷ୍ଟ (ହି.ସ.) - ଭଦ୍ରକ ଜିଲ୍ଲାର ଚାନ୍ଦବାଲି ବ୍ଲକ୍? ଅନ୍ତର୍ଗତ ନଳଗୁଣ୍ଡା ଅଞ୍ଚଳର ରାମପୁର ଗ୍ରାମରେ ବନ୍ୟା ପରିସ୍ଥିତି ମଧ୍ୟରେ ଅଗ୍ନିଶମ ବାହିନୀ ପକ୍ଷରୁ ଉଦ୍ଧାର କାର୍ଯ୍ୟ କରାଯାଇଛି। ଏହି ଉଦ୍ଧାର ଅଭିଯାନରେ ମୋଟ ୮ ଜଣଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ଉଦ୍ଧାର ହୋଇଥିବା ୮
chandabaliru agnisama bahinir udhhar karjya


ଭଦ୍ରକ, ୧୯ ଅଗଷ୍ଟ (ହି.ସ.) - ଭଦ୍ରକ ଜିଲ୍ଲାର ଚାନ୍ଦବାଲି ବ୍ଲକ୍? ଅନ୍ତର୍ଗତ ନଳଗୁଣ୍ଡା ଅଞ୍ଚଳର ରାମପୁର ଗ୍ରାମରେ ବନ୍ୟା ପରିସ୍ଥିତି ମଧ୍ୟରେ ଅଗ୍ନିଶମ ବାହିନୀ ପକ୍ଷରୁ ଉଦ୍ଧାର କାର୍ଯ୍ୟ କରାଯାଇଛି। ଏହି ଉଦ୍ଧାର ଅଭିଯାନରେ ମୋଟ ୮ ଜଣଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ଉଦ୍ଧାର ହୋଇଥିବା ୮ ଜଣଙ୍କ ମଧ୍ୟରେ ଜଣେ ଶିଶୁ ଓ ଜଣେ ଦିବ୍ୟାଙ୍ଗ ବ୍ୟକ୍ତି ରହିଛନ୍ତି। ବନ୍ୟା ପରିସ୍ଥିତିରେ ଲୋକଙ୍କ ଜୀବନ ସୁରକ୍ଷାକୁ ପ୍ରାଥମିକତା ଦେଇ ଅଗ୍ନିଶମ ବାହିନୀ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି।

ହିନ୍ଦୁସ୍ଥାନ ସମାଚାର / ପ୍ରମୋଦ

---------------

ହିନ୍ଦୁସ୍ଥାନ ସମାଚାର / ପ୍ରମୋଦ କୁମାର ରାୟ


 rajesh pande