ପୂର୍ବତନ ବିଧାୟକ ଶିବାଜୀ ମାଝୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ
ଭୁବନେଶ୍ୱର, 19 ଅଗଷ୍ଟ (ହି.ସ.)- ପୂର୍ବତନ ବିଧାୟକ ଶିବାଜୀ ମାଝୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୋକ ପ୍ରକାଶ କରିଛନ୍ତି । ସୋସିଆଲ ମିଡିଆ ଏକ୍ସରେ ଏକ ଶୋକ ବାର୍ତ୍ତା ଜାରି କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଲାଞ୍ଜିଗଡ଼ର ପୂର୍ବତନ ବିଧାୟକ
ପୂର୍ବତନ ବିଧାୟକ ଶିବାଜୀ     ମାଝୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ


ଭୁବନେଶ୍ୱର, 19 ଅଗଷ୍ଟ (ହି.ସ.)- ପୂର୍ବତନ

ବିଧାୟକ ଶିବାଜୀ ମାଝୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୋକ ପ୍ରକାଶ କରିଛନ୍ତି

ସୋସିଆଲ ମିଡିଆ ଏକ୍ସରେ ଏକ

ଶୋକ ବାର୍ତ୍ତା ଜାରି କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଲାଞ୍ଜିଗଡ଼ର ପୂର୍ବତନ ବିଧାୟକ

ଶିବାଜୀ ମାଝୀଙ୍କ ଦେହାନ୍ତ ବିଷୟରେ ଜାଣି ଦୁଃଖିତ। ଶୋକସନ୍ତପ୍ତ ପରିବାର ପ୍ରତି ମୋର ସମବେଦନା

ଜଣାଇବା ସହ ଦିବଙ୍ଗତ ଆତ୍ମାଙ୍କ ଶାନ୍ତି ପାଇଁ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ

ପ୍ରାର୍ଥନା କରୁଛି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande