ଲାଞ୍ଜିଗଡ଼ର ପୂର୍ବତନ ବିଧାୟକ ଶିବାଜୀ ମାଝୀଙ୍କ ବିୟୋଗରେ ଶୋକ ପ୍ରକାଶ କଲେ  ପୂର୍ବତନ କେନ୍ଦ୍ର ମନ୍ତ୍ରୀ
ଭୁବନେଶ୍ୱର, 19 ଅଗଷ୍ଟ (ହି.ସ) ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନ ଲାଞ୍ଜିଗଡ଼ର ପୂର୍ବତନ ବିଧାୟକ ଶିବାଜୀ ମାଝୀଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି । ସେ ସୋସିଆଲ ମିଡିଆରେ ଲେଖିଛନ୍ତି , ଲାଞ୍ଜିଗଡ଼ର ପୂର୍ବତନ ବିଧାୟକ ଶିବାଜୀ ମାଝୀଙ୍
ଲାଞ୍ଜିଗଡ଼ର ପୂର୍ବତନ ବିଧାୟକ ଶିବାଜୀ ମାଝୀଙ୍କ ବିୟୋଗରେ ଶୋକ ପ୍ରକାଶ କଲେ  ପୂର୍ବତନ କେନ୍ଦ୍ର ମନ୍ତ୍ରୀ


ଭୁବନେଶ୍ୱର, 19 ଅଗଷ୍ଟ (ହି.ସ) ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା ସମ୍ବଲପୁର ସାଂସଦ

ଧର୍ମେନ୍ଦ୍ର ପ୍ରଧାନ ଲାଞ୍ଜିଗଡ଼ର ପୂର୍ବତନ ବିଧାୟକ ଶିବାଜୀ ମାଝୀଙ୍କ ବିୟୋଗରେ ଶୋକ ପ୍ରକାଶ

କରିଛନ୍ତି ।

ସେ ସୋସିଆଲ ମିଡିଆରେ ଲେଖିଛନ୍ତି , ଲାଞ୍ଜିଗଡ଼ର ପୂର୍ବତନ ବିଧାୟକ ଶିବାଜୀ ମାଝୀଙ୍କ ଅକାଳ

ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ। ସାଧାରଣ ଜନତାଙ୍କ ପାଇଁ ତାଙ୍କର କଲ୍ୟାଣକାରୀ

କାର୍ଯ୍ୟଗୁଡ଼ିକ ଚିର ସ୍ମରଣୀୟ ହୋଇରହିବ। ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ

ପରିବାରବର୍ଗଙ୍କୁ ସମବେଦନା ଜଣାଉଛି ।

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande