
ଭୁବନେଶ୍ୱର, 19 ଅଗଷ୍ଟ (ହି.ସ.)- ପଦ୍ମଶ୍ରୀ ଡଃ
ସତ୍ୟନାରାୟଣ ରାଜଗୁରୁଙ୍କ ଜୟନ୍ତୀରେ ତାଙ୍କ ସ୍ମୃତିଚାରଣ କରିଛନ୍ତି ପୂର୍ବତନ କେନ୍ଦ୍ରମନ୍ତ୍ରୀ
ତଥା ସାଂସଦ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି
ଯେ, ଓଡ଼ିଶାର ବିଶିଷ୍ଟ ଐତିହାସିକ, ଗବେଷକ ଏବଂ ଲିପିତତ୍ତ୍ଵବିତ୍ ପଦ୍ମଶ୍ରୀ ଡଃ ସତ୍ୟନାରାୟଣ
ରାଜଗୁରୁଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା