ପୂର୍ବତନ ରାଷ୍ଟ୍ରପତି ଡ଼ଃ ଶଙ୍କର ଦୟାଲ ଶର୍ମାଙ୍କ ଜୟନ୍ତୀରେ ତାଙ୍କୁ ନମନ କଲେ କେଭି ସିଂହଦେଓ
ଭୁବନେଶ୍ୱର, 19 ଅଗଷ୍ଟ (ହି.ସ.)- ପୂର୍ବତନ ରାଷ୍ଟ୍ରପତି ଡ଼ଃ ଶଙ୍କର ଦୟାଲ ଶର୍ମାଙ୍କ ଜୟନ୍ତୀରେ ତାଙ୍କୁ ନମନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ । ଏନେଇ ସୋସିଆଲ ମିଡିଆ ଏକ୍ସରେ କନକ ବର୍ଦ୍ଧନ ସିଂହଦେଓ କହିଛନ୍ତି ଯେ, ଭାରତର ପୂର୍ବତନ ରାଷ୍ଟ୍ରପତି ଡ଼ଃ ଶଙ
ପୂର୍ବତନ ରାଷ୍ଟ୍ରପତି ଡ଼ଃ     ଶଙ୍କର ଦୟାଲ ଶର୍ମାଙ୍କ ଜୟନ୍ତୀରେ ତାଙ୍କୁ ନମନ କଲେ କେଭି ସିଂହଦେଓ


ଭୁବନେଶ୍ୱର, 19 ଅଗଷ୍ଟ (ହି.ସ.)- ପୂର୍ବତନ

ରାଷ୍ଟ୍ରପତି ଡ଼ଃ ଶଙ୍କର ଦୟାଲ ଶର୍ମାଙ୍କ ଜୟନ୍ତୀରେ ତାଙ୍କୁ ନମନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ

କେଭି ସିଂହଦେଓ । ଏନେଇ ସୋସିଆଲ ମିଡିଆ ଏକ୍ସରେ କନକ ବର୍ଦ୍ଧନ ସିଂହଦେଓ କହିଛନ୍ତି ଯେ, ଭାରତର

ପୂର୍ବତନ ରାଷ୍ଟ୍ରପତି ଡ଼ଃ ଶଙ୍କର ଦୟାଲ ଶର୍ମାଙ୍କ ଜୟନ୍ତୀ ଅବସରରେ ତାଙ୍କ ଅମର ଆତ୍ମା ନିକଟରେ

ମୋର ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଅଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande