
ଭୁବନେଶ୍ୱର, 19 ଅଗଷ୍ଟ (ହି.ସ.)- ପୂର୍ବତନ
ରାଷ୍ଟ୍ରପତି ଡ଼ ଶଙ୍କର ଦୟାଲ ଶର୍ମାଙ୍କ ଜୟନ୍ତୀରେ ତାଙ୍କୁ ନମନ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ
ଡ.ମୁକେଶ ମହାଲିଙ୍ଗ ।
ଏନେଇ ସୋସିଆଲ ମିଡିଆ
ଏକ୍ସରେ ଏକ ବାର୍ତ୍ତା ଜାରି କରି ସେ କହିଛନ୍ତି ଯେ, ଭାରତର ପୂର୍ବତନ ରାଷ୍ଟ୍ରପତି ଡ଼ ଶଙ୍କର
ଦୟାଲ ଶର୍ମାଙ୍କ ଜୟନ୍ତୀରେ ଭକ୍ତିପୂତ ପ୍ରଣାମ। ଜଣେ ମହାନ ସ୍ୱାଧୀନତା ସଂଗ୍ରାମୀ ତଥା
ଦୂରଦୃଷ୍ଟିସମ୍ପନ୍ନ ରାଜନେତା ଭାବରେ ସେ ଦେଶ ପାଇଁ ଯେଉଁ ଅତୁଳନୀୟ ଯୋଗଦାନ ଦେଇଛନ୍ତି, ତାହା ସଦା ସର୍ବଦା ସ୍ମରଣୀୟ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା