ପୂର୍ବତନ ବିଧାୟକ ଶିବାଜୀ ମାଝୀଙ୍କ ଦେହାନ୍ତରେ ନବୀନଙ୍କ ଶୋକ
ଭୁବନେଶ୍ୱର, ୧୯ ଅଗଷ୍ଟ (ହି.ସ.) - ଲାଞ୍ଜିଗଡ଼ର ପୂର୍ବତନ ବିଧାୟକ ତଥା ବିଜୁ ଜନତା ଦଳର ନେତା ଶିବାଜୀ ମାଝୀଙ୍କ ଦେହାନ୍ତରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ଏକ ଶୋକବାର୍ତାରେ ନବୀନ କହିଛନ୍ତି ସାଧାରଣ ଜନତାଙ୍କ ସେବାରେ ତାଙ୍କର ସମର୍ପିତ ଜୀବନ ସର
yh


ଭୁବନେଶ୍ୱର, ୧୯ ଅଗଷ୍ଟ (ହି.ସ.) - ଲାଞ୍ଜିଗଡ଼ର ପୂର୍ବତନ ବିଧାୟକ ତଥା ବିଜୁ ଜନତା ଦଳର ନେତା ଶିବାଜୀ ମାଝୀଙ୍କ ଦେହାନ୍ତରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ଏକ ଶୋକବାର୍ତାରେ ନବୀନ କହିଛନ୍ତି ସାଧାରଣ ଜନତାଙ୍କ ସେବାରେ ତାଙ୍କର ସମର୍ପିତ ଜୀବନ ସର୍ବଦା ସ୍ମରଣୀୟ ରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଏପରି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande