ନାବାଳିକା ଛାତ୍ରୀଙ୍କ ସହ ଅଶ୍ଳୀଳ ଆଚରଣ, ଅଭିଯୁକ୍ତ ଶିକ୍ଷକ ଗିରଫ

ସମ୍ବଲପୁର,୦୨, ଅଗଷ୍ଟ (ହି.ସ.) ସମ୍ବଲପୁର ଜିଲ୍ଲା କୁଚିଣ୍ଡା ଅଞ୍ଚଳରେ ଜଣେ ନାବାଳିକା ଛାତ୍ରୀଙ୍କ ସହ ଅଶ୍ଳୀଳ ଆଚରଣ କରିଥିବା ଅଭିଯୋଗରେ କୁଚିଣ୍ଡା ପୋଲିସ ସରସ୍ୱତୀ ଶିଶୁ ମନ୍ଦିରର ଶିକ୍ଷକ ବେବି ପଟେଲଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଏ ସମ୍ପର୍କରେ ଛାତ୍ରୀଙ୍କ ମା'ଙ୍କ ଏତଲା ଆଧାରରେ କୁଚିଣ୍ଡା ଥାନାରେ ବିଏନଏସ୍ ଏବଂ ପୋକ୍ସୋ ଆଇନର ସମ୍ପୃକ୍ତ ଧାରାରେ ୮ରେ ମାମଲା ରୁଜୁ କରାଯାଇଥିଲା। ପୋଲିସ ତଦନ୍ତ ପରେ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ଅଦାଲତ ତାଙ୍କ ଜାମିନ ଆବେଦନ ନାମଞ୍ଜୁର କରିବା ପରେ ତାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଯାଇଛି।

---------------

ହିନ୍ଦୁସ୍ଥାନ ସମାଚାର / ଶୈଳେଶ

 rajesh pande