
ଭୁବନେଶ୍ୱର, 02 ଅଗଷ୍ଟ (ହି.ସ.)- 'ତ୍ରିରଙ୍ଗା'ର ରୂପକାର ପିଙ୍ଗଳି ଭେଙ୍କୟା ଜୀଙ୍କ ଜୟନ୍ତୀରେ ତାଙ୍କ ସ୍ମରଣ କରିଛନ୍ତି ଉପମୁଖ୍ୟମନ୍ତ୍ରୀ
ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ଭାରତର
ଜାତୀୟ ପତାକା 'ତ୍ରିରଙ୍ଗା'ର ରୂପକାର ପିଙ୍ଗଳି ଭେଙ୍କୟା ଜୀଙ୍କ ଜୟନ୍ତୀ ଅବସରରେ ବିନମ୍ର ଶ୍ରଦ୍ଧାଞ୍ଜଳି ଜଣାଉଛି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା