ବିଶିଷ୍ଟ ସାହିତ୍ୟିକ ଗୋପୀନାଥ ମହାନ୍ତିଙ୍କ ପୁଣ୍ୟତିଥିରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 20 ଅଗଷ୍ଟ (ହି.ସ.)- ବିଶିଷ୍ଟ ସାହିତ୍ୟିକ ଗୋପୀନାଥ ମହାନ୍ତିଙ୍କ ପୁଣ୍ୟତିଥିରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବିଶିଷ୍ଟ ସାହିତ୍ୟିକ ଗୋପୀନା
ବିଶିଷ୍ଟ ସାହିତ୍ୟିକ     ଗୋପୀନାଥ ମହାନ୍ତିଙ୍କ ପୁଣ୍ୟତିଥିରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, 20 ଅଗଷ୍ଟ (ହି.ସ.)- ବିଶିଷ୍ଟ

ସାହିତ୍ୟିକ ଗୋପୀନାଥ ମହାନ୍ତିଙ୍କ ପୁଣ୍ୟତିଥିରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।

ଏନେଇ ସୋସିଆଲ ମିଡିଆ

ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବିଶିଷ୍ଟ ସାହିତ୍ୟିକ ଗୋପୀନାଥ ମହାନ୍ତିଙ୍କ

ପୁଣ୍ୟତିଥିରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି । ଓଡ଼ିଆ ସାହିତ୍ୟ ପ୍ରତି ତାଙ୍କର ଅମୂଲ୍ୟ ଅବଦାନ ଓ

ସୃଜନଶୀଳ ଲେଖନୀ ଚିରକାଳ ପାଠକଙ୍କ ହୃଦୟରେ ଅମର ହୋଇ ରହିବ । ତାଙ୍କ ସାହିତ୍ୟକୃତି ଓଡ଼ିଆ ଭାଷା

ଓ ସାହିତ୍ୟର ଗୌରବକୁ ସମୃଦ୍ଧ କରିବା ସହ ଆଗାମୀ ପିଢ଼ିକୁ ପ୍ରେରଣା ଯୋଗାଇବ ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande