ଔପନ୍ୟାସିକ ଗୋପୀନାଥ ମହାନ୍ତିଙ୍କ ପୁଣ୍ୟତିଥିରେ ତାଙ୍କୁ ନମନ କଲେ କେଭି ସିଂହଦେଓ
ଭୁବନେଶ୍ୱର, 20 ଅଗଷ୍ଟ (ହି.ସ.)- ଔପନ୍ୟାସିକ ଗୋପୀନାଥ ମହାନ୍ତିଙ୍କ ପୁଣ୍ୟତିଥିରେ ତାଙ୍କୁ ନମନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ । ଏନେଇ ସୋସିଆଲ ମିଡିଆ ଏକ୍ସରେ କନକ ବର୍ଦ୍ଧନ ସିଂହଦେଓ କହିଛନ୍ତି ଯେ, ଔପନ୍ୟାସିକ ଗୋପୀନାଥ ମହାନ୍ତିଙ୍କ ପୁଣ୍ୟତିଥି ଅବସ
ଔପନ୍ୟାସିକ ଗୋପୀନାଥ     ମହାନ୍ତିଙ୍କ ପୁଣ୍ୟତିଥିରେ ତାଙ୍କୁ ନମନ କଲେ କେଭି ସିଂହଦେଓ


ଭୁବନେଶ୍ୱର, 20 ଅଗଷ୍ଟ (ହି.ସ.)- ଔପନ୍ୟାସିକ

ଗୋପୀନାଥ ମହାନ୍ତିଙ୍କ ପୁଣ୍ୟତିଥିରେ ତାଙ୍କୁ ନମନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ

। ଏନେଇ ସୋସିଆଲ ମିଡିଆ ଏକ୍ସରେ କନକ ବର୍ଦ୍ଧନ ସିଂହଦେଓ କହିଛନ୍ତି ଯେ, ଔପନ୍ୟାସିକ ଗୋପୀନାଥ

ମହାନ୍ତିଙ୍କ ପୁଣ୍ୟତିଥି ଅବସରରେ ତାଙ୍କ ଅମର ଆତ୍ମା ନିକଟରେ ମୋର ଭକ୍ତିପୂତ ଶ୍ରଦ୍ଧାଞ୍ଜଳି

ଅର୍ପଣ କରୁଅଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande