କୋରାପୁଟ ବିଧାୟକଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ କେଭି ସିଂହଦେଓ
ଭୁବନେଶ୍ୱର, 20 ଅଗଷ୍ଟ (ହି.ସ.)- କୋରାପୁଟ ବିଧାୟକଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ । ଏନେଇ ସୋସିଆଲ ମିଡିଆ ଏକ୍ସରେ ଏକ ବାର୍ତ୍ତା ଜାରି କରି ସେ କହିଛନ୍ତି ଯେ, କୋରାପୁଟର ବିଧାୟକ ଶ୍ରୀଯୁକ୍ତ ରଘୁରାମ ମାଛଙ୍କୁ ଜନ୍ମଦିନର ଅ
କୋରାପୁଟ ବିଧାୟକଙ୍କୁ     ଜନ୍ମଦିନର ଶୁଭେଚ୍ଛା ଜଣାଇଲେ କେଭି ସିଂହଦେଓ


ଭୁବନେଶ୍ୱର, 20 ଅଗଷ୍ଟ (ହି.ସ.)- କୋରାପୁଟ

ବିଧାୟକଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ । ଏନେଇ

ସୋସିଆଲ ମିଡିଆ ଏକ୍ସରେ ଏକ ବାର୍ତ୍ତା ଜାରି କରି ସେ କହିଛନ୍ତି ଯେ, କୋରାପୁଟର ବିଧାୟକ

ଶ୍ରୀଯୁକ୍ତ ରଘୁରାମ ମାଛଙ୍କୁ ଜନ୍ମଦିନର ଅନେକ ଅନେକ ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା।

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ମୋର ଏତିକି ପ୍ରାର୍ଥନା, ଆପଣଙ୍କୁ ଦୀର୍ଘାୟୁ କରିବା ସହ ଆପଣଙ୍କ ଜୀବନକୁ ସୁସ୍ଥ, ନିରାମୟ ଓ ଉଜ୍ଜ୍ୱଳମୟ କରନ୍ତୁ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande