ଦଳବିରୋଧୀ କାର୍ଯ୍ୟ ପାଇଁ ବିଜେପିର କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର, ୨୦ ଅଗଷ୍ଟ (ହି.ସ)- ବିଜେପି ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲଙ୍କ ନିର୍ଦ୍ଦେଶକ୍ରମେ ବିଶୃଙ୍ଖଳା ଆଚରଣ ଏବଂ ଦଳୀୟ ଅନୁଶାସନ ଭଙ୍ଗ କାରଣରୁ ପ୍ରକାଶ ପାଶୱାନ, ରାଉରକେଲାଙ୍କୁ ଦଳରୁ ନିଲମ୍ବନ କରାଗଲା ବୋଲି ଶୃଙ୍ଖଳା କମିଟି ରାଜ୍ୟ ଆବାହକ ଶ୍ରୀ ସୁଦର୍ଶନ ନାୟକ ସୂଚନା ଦେଇଛନ୍ତି । ------
ଦଳବିରୋଧୀ କାର୍ଯ୍ୟ ପାଇଁ ବିଜେପିର କାର୍ଯ୍ୟାନୁଷ୍ଠାନ


ଭୁବନେଶ୍ୱର, ୨୦ ଅଗଷ୍ଟ (ହି.ସ)- ବିଜେପି ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲଙ୍କ ନିର୍ଦ୍ଦେଶକ୍ରମେ ବିଶୃଙ୍ଖଳା ଆଚରଣ ଏବଂ ଦଳୀୟ ଅନୁଶାସନ ଭଙ୍ଗ କାରଣରୁ ପ୍ରକାଶ ପାଶୱାନ, ରାଉରକେଲାଙ୍କୁ ଦଳରୁ ନିଲମ୍ବନ କରାଗଲା ବୋଲି ଶୃଙ୍ଖଳା କମିଟି ରାଜ୍ୟ ଆବାହକ ଶ୍ରୀ ସୁଦର୍ଶନ ନାୟକ ସୂଚନା ଦେଇଛନ୍ତି ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande