କବି ସଚ୍ଚିଦାନନ୍ଦ ରାଉତରାୟଙ୍କ ପୁଣ୍ୟତିଥିରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 21 ଅଗଷ୍ଟ (ହି.ସ.) - କବି ସଚ୍ଚିଦାନନ୍ଦ ରାଉତରାୟଙ୍କ ପୁଣ୍ୟତିଥିରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବିଶିଷ୍ଟ ସାହିତ୍ୟିକ ତଥା କବି ସଚ୍ଚିଦାନନ
କବି ସଚ୍ଚିଦାନନ୍ଦ     ରାଉତରାୟଙ୍କ ପୁଣ୍ୟତିଥିରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, 21 ଅଗଷ୍ଟ (ହି.ସ.) - କବି

ସଚ୍ଚିଦାନନ୍ଦ ରାଉତରାୟଙ୍କ ପୁଣ୍ୟତିଥିରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି

ଯେ, ବିଶିଷ୍ଟ ସାହିତ୍ୟିକ ତଥା କବି ସଚ୍ଚିଦାନନ୍ଦ ରାଉତରାୟଙ୍କ ପୁଣ୍ୟତିଥିରେ ଭକ୍ତିପୂତ

ଶ୍ରଦ୍ଧାଞ୍ଜଳି। ଓଡ଼ିଆ ସାହିତ୍ୟ ପ୍ରତି ତାଙ୍କର ଅମୂଲ୍ୟ ଅବଦାନ ଓ କାଳଜୟୀ ସୃଷ୍ଟି ପାଇଁ ସେ

ସଦା ସର୍ବଦା ସ୍ମରଣୀୟ ହୋଇ ରହିବେ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande