ଅରୁଣାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 21 ଅଗଷ୍ଟ (ହି.ସ.)- ଅରୁଣାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ତାଙ୍କର ଉତମ ସ୍ୱାସ୍ଥ୍ୟ କାମନା କରିଛନ୍ତି । ଏନେଇ ସୋସିଆଲ ମିଡିଆ
ଅରୁଣାଚଳ ପ୍ରଦେଶ     ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, 21 ଅଗଷ୍ଟ (ହି.ସ.)- ଅରୁଣାଚଳ

ପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

। ଏହି ଅବସରରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ତାଙ୍କର ଉତମ ସ୍ୱାସ୍ଥ୍ୟ କାମନା

କରିଛନ୍ତି ।

ଏନେଇ ସୋସିଆଲ ମିଡିଆ

ଏକ୍ସରେ ଏକ ବାର୍ତ୍ତା ଜାରି କରି ସେ କହିଛନ୍ତି ଯେ, ଅରୁଣାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀ ଶ୍ରୀ

ପେମା ଖାଣ୍ଡୁଜୀଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା।

ମୁଖ୍ୟମନ୍ତ୍ରୀ କହିଛନ୍ତି

ଯେ, ମହାପ୍ରଭୁ ଶ୍ରୀଜଗନ୍ନାଥ ଆପଣଙ୍କୁ ଉତ୍ତମ ସ୍ୱାସ୍ଥ୍ୟ, ସୁଖ, ଶକ୍ତି ଓ

ଦୀର୍ଘାୟୁ ପ୍ରଦାନ କରନ୍ତୁ। ଆପଣଙ୍କୁ ସମସ୍ତ କ୍ଷେତ୍ରରେ ସଫଳତା ମିଳୁ ଏବଂ ଆଗାମୀ ବର୍ଷଟି ଆପଣଙ୍କ

ପାଇଁ ସୁଖମୟ ଓ ମଙ୍ଗଳମୟ ହେଉ ଏହା ମୋର ହୃଦୟରୁ ଶୁଭକାମନା।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande