
ଭୁବନେଶ୍ୱର, 21 ଅଗଷ୍ଟ (ହି.ସ.)- ସଚ୍ଚି
ରାଉତରାୟଙ୍କ ଶ୍ରାଦ୍ଧବାର୍ଷିକୀରେ ତାଙ୍କ ସ୍ମୃତିଚାରଣ କରିଛନ୍ତି ପୂର୍ବତନ କେନ୍ଦ୍ରମନ୍ତ୍ରୀ
ତଥା ସାଂସଦ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ହ୍ୟାଣ୍ଡେଲରେ ଏକ ବାର୍ତ୍ତା ଜାରି କରି ସେ କହିଛନ୍ତି
ଯେ, ଓଡ଼ିଶାର ବିଶିଷ୍ଟ ସାହିତ୍ୟିକ ତଥା ଜ୍ଞାନପୀଠ ପୁରସ୍କାରପ୍ରାପ୍ତ ସଚ୍ଚି ରାଉତରାୟଙ୍କ
ଶ୍ରାଦ୍ଧବାର୍ଷିକୀ ଅବସରରେ ଶ୍ରଦ୍ଧାଞ୍ଜଳି।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା