ଅରୁଣାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀ ପେମା ଖାଣ୍ଡୁଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, 21 ଅଗଷ୍ଟ (ହି.ସ.)- ଅରୁଣାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀ ପେମା ଖାଣ୍ଡୁଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ସାଂସଦ ଧର୍ମେନ୍ଦ୍ର ପ୍ରଧାନ । ଏହି ଅବସରରେ ସୋସିଆଲ ମିଡିଆ ଏକ୍ସରେ ଏକ ଶୁଭେଚ୍ଛା ବାର୍ତ୍ତା ଜାରି କରି ସେ
ଅରୁଣାଚଳ ପ୍ରଦେଶର     ମୁଖ୍ୟମନ୍ତ୍ରୀ ପେମା ଖାଣ୍ଡୁଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ଧର୍ମେନ୍ଦ୍ର ପ୍ରଧାନ


ଭୁବନେଶ୍ୱର, 21 ଅଗଷ୍ଟ (ହି.ସ.)- ଅରୁଣାଚଳ

ପ୍ରଦେଶର ମୁଖ୍ୟମନ୍ତ୍ରୀ ପେମା ଖାଣ୍ଡୁଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ପୂର୍ବତନ

କେନ୍ଦ୍ରମନ୍ତ୍ରୀ ତଥା ସାଂସଦ ଧର୍ମେନ୍ଦ୍ର ପ୍ରଧାନ ।

ଏହି ଅବସରରେ ସୋସିଆଲ ମିଡିଆ

ଏକ୍ସରେ ଏକ ଶୁଭେଚ୍ଛା ବାର୍ତ୍ତା ଜାରି କରି ସେ କହିଛନ୍ତି ଯେ, ଅରୁଣାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀ

ଶ୍ରୀ ପେମା ଖାଣ୍ଡୁଜୀଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା। ଆପଣଙ୍କ ଆଗାମୀ ବର୍ଷଟି ସୁଖମୟ ଓ

ସଫଳତାପୂର୍ଣ୍ଣ ହେଉ ଏବଂ ଜନସେବା ପ୍ରତି ଆପଣଙ୍କର ସମର୍ପଣ ଓ ନିଷ୍ଠା ସହ ଆହୁରି ଅନେକ ବର୍ଷ

ଜନସାଧାରଣଙ୍କ ସେବା କରିବାର ସୁଯୋଗ ମିଳୁ ଏହା ମୋର ଶୁଭକାମନା ବୋଲି ସେ କହିଛନ୍ତି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande