ସଚ୍ଚିଦାନନ୍ଦ ରାଉତରାୟଙ୍କ ପୁଣ୍ୟତିଥିରେ ତାଙ୍କୁ ନମନ କଲେ ରାଜ୍ୟପାଳ
ଭୁବନେଶ୍ୱର, 21 ଅଗଷ୍ଟ (ହି.ସ.)- ସଚ୍ଚିଦାନନ୍ଦ ରାଉତରାୟଙ୍କ ପୁଣ୍ୟତିଥିରେ ତାଙ୍କୁ ନମନ କରିଛନ୍ତି ରାଜ୍ୟପାଳ ଡ.ହରିବାବୁ କମ୍ଭମପତି । ଏନେଇ ସୋସିଆଲ ମିଡିଆ ଏକ୍ସରେ ରାଜ୍ୟପାଳ କହିଛନ୍ତି ଯେ, ବିଶିଷ୍ଟ ସାହିତ୍ୟିକ ତଥା କବି ସଚ୍ଚିଦାନନ୍ଦ ରାଉତରାୟଙ୍କ ପୁଣ୍ୟତିଥିର
ସଚ୍ଚିଦାନନ୍ଦ ରାଉତରାୟଙ୍କ     ପୁଣ୍ୟତିଥିରେ ତାଙ୍କୁ ନମନ କଲେ ରାଜ୍ୟପାଳ


ଭୁବନେଶ୍ୱର, 21 ଅଗଷ୍ଟ (ହି.ସ.)- ସଚ୍ଚିଦାନନ୍ଦ

ରାଉତରାୟଙ୍କ ପୁଣ୍ୟତିଥିରେ ତାଙ୍କୁ ନମନ କରିଛନ୍ତି ରାଜ୍ୟପାଳ ଡ.ହରିବାବୁ କମ୍ଭମପତି । ଏନେଇ

ସୋସିଆଲ ମିଡିଆ ଏକ୍ସରେ ରାଜ୍ୟପାଳ କହିଛନ୍ତି ଯେ, ବିଶିଷ୍ଟ ସାହିତ୍ୟିକ ତଥା କବି

ସଚ୍ଚିଦାନନ୍ଦ ରାଉତରାୟଙ୍କ ପୁଣ୍ୟତିଥିରେ ଭକ୍ତିପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande