ଅରୁଣାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ରାଜ୍ୟପାଳ
ଭୁବନେଶ୍ୱର, 21 ଅଗଷ୍ଟ (ହି.ସ.)- ଅରୁଣାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ରାଜ୍ୟପାଳ ଡ.ହରିବାବୁ କମ୍ଭମପତି । ଏନେଇ ସୋସିଆଲ ମିଡିଆ ଏକ୍ସରେ ଏକ ବାର୍ତ୍ତା ଜାରି କରି ରାଜ୍ୟପାଳ କହିଛନ୍ତି ଯେ,ଅରୁଣାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀ ଶ୍ରୀ
ଅରୁଣାଚଳ ପ୍ରଦେଶ     ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ରାଜ୍ୟପାଳ


ଭୁବନେଶ୍ୱର, 21 ଅଗଷ୍ଟ (ହି.ସ.)- ଅରୁଣାଚଳ

ପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ରାଜ୍ୟପାଳ ଡ.ହରିବାବୁ କମ୍ଭମପତି

। ଏନେଇ ସୋସିଆଲ ମିଡିଆ ଏକ୍ସରେ ଏକ ବାର୍ତ୍ତା ଜାରି କରି ରାଜ୍ୟପାଳ କହିଛନ୍ତି ଯେ,ଅରୁଣାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀ

ଶ୍ରୀ ପେମା ଖାଣ୍ଡୁଜୀଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା।

ରାଜ୍ୟପାଳ କହିଛନ୍ତି ଯେ, ତାଙ୍କୁ

ଉତ୍ତମ ସ୍ୱାସ୍ଥ୍ୟ, ସୁଖ ଓ ଆନନ୍ଦ ସହ ଜନସାଧାରଣଙ୍କ ସେବା କରିବା ପାଇଁ ନିରନ୍ତର ଶକ୍ତି

ମିଳୁ—ଏହା ମୋର ଶୁଭକାମନା। ତାଙ୍କର ନେତୃତ୍ୱରେ ଅରୁଣାଚଳ ପ୍ରଦେଶ ଆହୁରି ପ୍ରଗତି ଓ ସମୃଦ୍ଧିର

ପଥରେ ଆଗେଇ ଯାଉ। ତାଙ୍କର ଆଗାମୀ ଜୀବନ ଦୀର୍ଘ,

ସୁଖମୟ ଓ ସାର୍ଥକ ହେଉ—ଏହା ମୋର ହୃଦୟରୁ ଶୁଭେଚ୍ଛା ବୋଲି ରାଜ୍ୟପାଳ

କହିଛନ୍ତି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande