ପଦ୍ମଶ୍ରୀ ସଚ୍ଚିଦାନନ୍ଦ ରାଉତରାୟଙ୍କ ସ୍ମରଣ କଲେ କେଭି ସିଂହଦେଓ
ଭୁବନେଶ୍ୱର, 21 ଅଗଷ୍ଟ (ହି.ସ.)- ପଦ୍ମଶ୍ରୀ ସଚ୍ଚିଦାନନ୍ଦ ରାଉତରାୟଙ୍କ ସ୍ମୃତିଚାରଣ କରିଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ । ଏନେଇ ସୋସିଆଲ ମିଡିଆ ଏକ୍ସରେ କନକ ବର୍ଦ୍ଧନ ସିଂହଦେଓ କହିଛନ୍ତି ଯେ, ପ୍ରସିଦ୍ଧ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ପଦ୍ମଶ୍ରୀ ସଚ୍ଚିଦାନନ୍ଦ
ପଦ୍ମଶ୍ରୀ ସଚ୍ଚିଦାନନ୍ଦ     ରାଉତରାୟଙ୍କ ସ୍ମରଣ କଲେ କେଭି ସିଂହଦେଓ


ଭୁବନେଶ୍ୱର, 21 ଅଗଷ୍ଟ (ହି.ସ.)- ପଦ୍ମଶ୍ରୀ

ସଚ୍ଚିଦାନନ୍ଦ ରାଉତରାୟଙ୍କ ସ୍ମୃତିଚାରଣ କରିଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ । ଏନେଇ

ସୋସିଆଲ ମିଡିଆ ଏକ୍ସରେ କନକ ବର୍ଦ୍ଧନ ସିଂହଦେଓ କହିଛନ୍ତି ଯେ, ପ୍ରସିଦ୍ଧ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ପଦ୍ମଶ୍ରୀ ସଚ୍ଚିଦାନନ୍ଦ ରାଉତରାୟଙ୍କ

ଶ୍ରାଦ୍ଧବାର୍ଷିକୀ ଅବସରରେ ତାଙ୍କ ଅମର ଆତ୍ମା ନିକଟରେ ମୋର ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଅର୍ପଣ

କରୁଅଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande