ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କଲେ ସାଂସଦ ଅନନ୍ତ ନାୟକ
ଭୁବନେଶ୍ୱର, 23 ଅଗଷ୍ଟ (ହି.ସ.)- ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିଛନ୍ତି କେନ୍ଦୁଝର ସାଂସଦ ଅନନ୍ତ ନାୟକ । ଏହି ଅବସରରେ ସେ ମୁଖ୍ୟମନ୍ତ୍ରୀଙ୍କ ସହ କେନ୍ଦୁଝର ଜିଲ୍ଲାର ସାମଗ୍ରିକ ବିକାଶ, ଜନସାଧାରଣଙ୍କ ଆବଶ୍ୟକତା ଓ ବିଭିନ୍ନ ଉନ୍ନୟନମୂଳକ ପ୍ରସଙ୍ଗ ନେଇ ସାର୍ଥକ ଆଲୋ
ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ     କଲେ ସାଂସଦ ଅନନ୍ତ ନାୟକ


ଭୁବନେଶ୍ୱର, 23 ଅଗଷ୍ଟ (ହି.ସ.)- ମୁଖ୍ୟମନ୍ତ୍ରୀଙ୍କୁ

ସାକ୍ଷାତ କରିଛନ୍ତି କେନ୍ଦୁଝର ସାଂସଦ ଅନନ୍ତ ନାୟକ । ଏହି ଅବସରରେ ସେ ମୁଖ୍ୟମନ୍ତ୍ରୀଙ୍କ ସହ କେନ୍ଦୁଝର

ଜିଲ୍ଲାର ସାମଗ୍ରିକ ବିକାଶ, ଜନସାଧାରଣଙ୍କ ଆବଶ୍ୟକତା ଓ ବିଭିନ୍ନ ଉନ୍ନୟନମୂଳକ ପ୍ରସଙ୍ଗ ନେଇ

ସାର୍ଥକ ଆଲୋଚନା କରିଛନ୍ତି । କେନ୍ଦୁଝରର ସର୍ବାଙ୍ଗୀଣ ଉନ୍ନତି ଓ ଜନକଲ୍ୟାଣକୁ ଆହୁରି ଗତିଶୀଳ

କରିବା ନେଇ ଆଲୋଚନା ହୋଇଛି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande