
ଭୁବନେଶ୍ୱର, 23 ଅଗଷ୍ଟ (ହି.ସ.)-‘ଉତ୍କଳ ଭାରତୀ’
କୁନ୍ତଳା କୁମାରୀ ସାବତଙ୍କ ସ୍ମୃତିଚାରଣ କରିଛନ୍ତି ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ।
ଏନେଇ ସୋସିଆଲ ମିଡିଆ
ଏକ୍ସରେ ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶାର ବିଶିଷ୍ଟ କବି ,ସ୍ବାଧୀନତାସଂଗ୍ରାମୀ
ତଥା ଔପନ୍ୟାସିକା ‘ଉତ୍କଳ ଭାରତୀ’ କୁନ୍ତଳା କୁମାରୀ ସାବତଙ୍କ ଶ୍ରାଦ୍ଧବାର୍ଷିକୀ ଅବସରରେ
ତାଙ୍କ ଅମର ଆତ୍ମା ନିକଟରେ ମୋର ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଅଛି।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା