ଦେଶି ମଦ ଚାଲାଣ ବେଳେ ଚଢାଉ, ୨ ଗିରଫ
ଜୟପୁର, ୨୫ ଅଗଷ୍ଟ (ହି.ସ.) - ଦେଶି ମଦ ଚାଲାଣ ବେଳେ ଜୟପୁର ଅବକାରି ଥାନା ଆଜି ଚଢାଉ କରି ୨ ଅଭିଯୁକ୍ତକୁ ଗିରଫ କରିଛି । ଗିରଫ ଦୁଇ ଅଭିଯୁକ୍ତ ହେଲେ ସୁନାରିଗୁଡା ଗ୍ରାମର ସନିଆ ପରଜା ଓ ଡୁମୁରିଗୁଡା ଗ୍ରାମର ବଣ୍ଡୁକୁ ଜାନୀ । ସୂଚନା ଅନୁଯାଇ ଦେଶି ମଦ ଚାଲାଣ ସୁଚନା ପାଇ ଜୟପୁର ଅବକାରି ଥାନା ଆଜି ସ
ଦେଶି ମଦ ଚାଲାଣ ବେଳେ ଚଢାଉ, ୨ ଗିରଫ


ଜୟପୁର, ୨୫ ଅଗଷ୍ଟ (ହି.ସ.) - ଦେଶି ମଦ ଚାଲାଣ ବେଳେ ଜୟପୁର ଅବକାରି ଥାନା ଆଜି ଚଢାଉ କରି ୨ ଅଭିଯୁକ୍ତକୁ ଗିରଫ କରିଛି । ଗିରଫ ଦୁଇ ଅଭିଯୁକ୍ତ ହେଲେ ସୁନାରିଗୁଡା ଗ୍ରାମର ସନିଆ ପରଜା ଓ ଡୁମୁରିଗୁଡା ଗ୍ରାମର ବଣ୍ଡୁକୁ ଜାନୀ । ସୂଚନା ଅନୁଯାଇ ଦେଶି ମଦ ଚାଲାଣ ସୁଚନା ପାଇ ଜୟପୁର ଅବକାରି ଥାନା ଆଜି ସୁନାରିଗୁଡା ଓ ଡୁମିରିଗୁଡା ରାସ୍ତାରେ ଚଢାଉ କରିଛି । ଚଢାଉ କରି ୨୯ ଲିଟର ଦେଶି ମଦ ଜବତ କରିଛି । ଗିରଫ ୨ ଅଭିଯୁକ୍ତକୁ କୋର୍ଟ ଚାଲାଣ କରାଯାଇଥିବା ବିଷୟ ଜୟପୁର ଅବକାରି ଥାନା ଓଆଇସି ସୁବ୍ରତ କେଶୋରି ହିରନ ସୁଚନା ଦେଇଛନ୍ତି ।

ହିନ୍ଦୁସ୍ଥାନ ସମାଚାର / ପିକେପି


 rajesh pande