ସଂଶୋଧନ ଆଇନ–୨୦୨୬କୁ ରଦ୍ଦ କରିବା ଦାବିରେ ଆନ୍ଦୋଳନ
କେନ୍ଦ୍ରାପଡ଼ା, ୨୫ ଅଗଷ୍ଟ(ହି.ସ.) – ଓଡ଼ିଶାର ସ୍ୱାର୍ଥ ବିରୋଧୀ ଖଣି ଓ ଖଣିଜ ପଦାର୍ଥ(ବିକାଶ ଓ ନିୟମାବଳୀ) ସଂଶୋଧନ ଆଇନ–୨୦୨୬କୁ ରଦ୍ଦ କରିବା ଦାବିରେ ଇଣ୍ଡିଆ ବ୍ଲକ ପକ୍ଷରୁ ଆଜି ସାରା ରାଜ୍ୟର ସମସ୍ତ ଜିଲ୍ଲାପାଳ ଅଫିସ ସମ୍ମୁଖରେ ଆନ୍ଦୋଳନ ବିକ୍ଷୋଭ କରିବାକୁ ଆହ୍ୱାନ ଦିଆଯାଇଛି। ଏହି ପରିପ୍ରେକ୍ଷୀରେ
ସଂଶୋଧନ ଆଇନ–୨୦୨୬ (ଗଗଊଜ)କୁ ରଦ୍ଦ କରିବା ଦାବିରେ ଆନ୍ଦୋଳନ


କେନ୍ଦ୍ରାପଡ଼ା, ୨୫ ଅଗଷ୍ଟ(ହି.ସ.) – ଓଡ଼ିଶାର ସ୍ୱାର୍ଥ ବିରୋଧୀ ଖଣି ଓ ଖଣିଜ ପଦାର୍ଥ(ବିକାଶ ଓ ନିୟମାବଳୀ) ସଂଶୋଧନ ଆଇନ–୨୦୨୬କୁ ରଦ୍ଦ କରିବା ଦାବିରେ ଇଣ୍ଡିଆ ବ୍ଲକ ପକ୍ଷରୁ ଆଜି ସାରା ରାଜ୍ୟର ସମସ୍ତ ଜିଲ୍ଲାପାଳ ଅଫିସ ସମ୍ମୁଖରେ ଆନ୍ଦୋଳନ ବିକ୍ଷୋଭ କରିବାକୁ ଆହ୍ୱାନ ଦିଆଯାଇଛି। ଏହି ପରିପ୍ରେକ୍ଷୀରେ ଆଜି କେନ୍ଦ୍ରାପଡ଼ା ଜିଲ୍ଲାପାଳ ଅଫିସ ସମ୍ମୁଖରେ ଦିବା ଘ୧୦.୩୦ମି.ରେ ଇଣ୍ଡିଆ ବ୍ଲକର ଅଂଶୀଦାର ଦଳଙ୍କ ପକ୍ଷରୁ ମିଳିତ ଭାବେ ଏକ ବିକ୍ଷୋଭ ସଂଗଠିତ ହେବ।

.......................................

ହିନ୍ଦୁସ୍ଥାନ ସମାଚାର / ରବି


 rajesh pande