ସେପ୍ଟେମ୍ବର ୨୨ରୁ ବିଧାନସଭା ମୌସୁମୀ ଅଧିବେଶନ
ଭୁବନେଶ୍ୱର, ୨୫ ଅଗଷ୍ଟ (ହି.ସ)- ଆସନ୍ତା ସେପ୍ଟେମ୍ବର ୨୨ ତାରିଖରୁ ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ଅକ୍ଟୋବର ୩ ଯାଏଁ ଚାଲିବାକୁ ଥିବା ଏହି ମୌସୁମୀ ଅଧିବେଶନ ରେ ମୋଟ୯ଟି କାର୍ଯ୍ୟ ଦିବସ ରହିଛି । ସେଥିମଧ୍ୟରୁ ୮ଟି ସରକାରୀ ଓ ଗୋଟିଏ ବେସରକାରୀ ଦିବସ ରହିଛି। ଏନେଇ ବିଧାନସଭା ସଚ
assembly


ଭୁବନେଶ୍ୱର, ୨୫ ଅଗଷ୍ଟ (ହି.ସ)- ଆସନ୍ତା ସେପ୍ଟେମ୍ବର ୨୨ ତାରିଖରୁ ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ଅକ୍ଟୋବର ୩ ଯାଏଁ ଚାଲିବାକୁ ଥିବା ଏହି ମୌସୁମୀ ଅଧିବେଶନ ରେ ମୋଟ୯ଟି କାର୍ଯ୍ୟ ଦିବସ ରହିଛି । ସେଥିମଧ୍ୟରୁ ୮ଟି ସରକାରୀ ଓ ଗୋଟିଏ ବେସରକାରୀ ଦିବସ ରହିଛି। ଏନେଇ ବିଧାନସଭା ସଚିବାଳୟ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande