
ଭୁବନେଶ୍ୱର, 25 ଅଗଷ୍ଟ (ହି.ସ.)- ପଦ୍ମଶ୍ରୀ
ରଘୁନାଥ ପାଣିଗ୍ରାହୀଙ୍କ ପୁଣ୍ୟତିଥିରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି
ଯେ, ବିଶିଷ୍ଟ କଣ୍ଠଶିଳ୍ପୀ, ପଦ୍ମଶ୍ରୀ
ରଘୁନାଥ ପାଣିଗ୍ରାହୀଙ୍କ ପୁଣ୍ୟତିଥିରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି । ଓଡ଼ିଆ ସଙ୍ଗୀତ ଓ
ସଂସ୍କୃତି କ୍ଷେତ୍ରରେ ତାଙ୍କର ଅବଦାନ ଚିରସ୍ମରଣୀୟ ହୋଇ ରହିବ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା