ପ୍ରତିରକ୍ଷା ରାଜ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 25 ଅଗଷ୍ଟ (ହି.ସ.) ପ୍ରତିରକ୍ଷା ରାଜ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପ୍ରତିରକ୍ଷା ରାଜ୍ୟମନ୍ତ୍ରୀ ଶ୍ରୀ ସଞ୍ଜୟ ସେଠଙ୍କୁ ଜନ୍ମଦିନର ହାର
ପ୍ରତିରକ୍ଷା     ରାଜ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, 25 ଅଗଷ୍ଟ (ହି.ସ.) ପ୍ରତିରକ୍ଷା

ରାଜ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ

ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପ୍ରତିରକ୍ଷା ରାଜ୍ୟମନ୍ତ୍ରୀ ଶ୍ରୀ

ସଞ୍ଜୟ ସେଠଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା। ମହାପ୍ରଭୁ ଶ୍ରୀଜଗନ୍ନାଥ ତାଙ୍କୁ ସୁସ୍ଥ

ସ୍ୱାସ୍ଥ୍ୟ, ସୁଖ ଓ

ନିରନ୍ତର ସଫଳତା ପ୍ରଦାନ କରନ୍ତୁ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande